ଦିତୀୟ ବିବରଣ 19 : 1 (IRVOR)
ଆଶ୍ରୟ ନଗର ସମ୍ବନ୍ଧୀୟ ବିଧି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ,

1 2 3 4 5 6 7 8 9 10 11 12 13 14 15 16 17 18 19 20 21