ଦିତୀୟ ବିବରଣ 27 : 1 (IRVOR)
ପ୍ରସ୍ତର ଲିଖିତ ବ୍ୟବସ୍ଥା ଏଥିଉତ୍ତାରେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ପାଳନ କର।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26