ଦିତୀୟ ବିବରଣ 28 : 68 (IRVOR)
ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, “ତୁମ୍ଭେ ଆଉ ତାହା ଦେଖିବ ନାହିଁ, ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63 64 65 66 67 68