ଯାତ୍ରା ପୁସ୍ତକ 14 : 5 (IRVOR)
ଏଥିଉତ୍ତାରେ ଲୋକମାନେ ପଳାଇ ଅଛନ୍ତି, ଏହି ସମ୍ବାଦ ମିସ୍ରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ ?”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31