ଯାତ୍ରା ପୁସ୍ତକ 16 : 1 (IRVOR)
ସ୍ୱର୍ଗୀୟ ଆହାର ମାନ୍ନା ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36