ଯାତ୍ରା ପୁସ୍ତକ 17 : 1 (IRVOR)
ପ୍ରସ୍ତରରୁ ଜଳ ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।

1 2 3 4 5 6 7 8 9 10 11 12 13 14 15 16