ଯାତ୍ରା ପୁସ୍ତକ 30 : 16 (IRVOR)
ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38