ଯିହିଜିକଲ 11 : 15 (IRVOR)
“ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ନିବାସୀମାନେ ତୁମ୍ଭର ଭ୍ରାତୃଗଣକୁ, ହଁ, ତୁମ୍ଭର ଭ୍ରାତୃଗଣକୁ, ତୁମ୍ଭର କୁଟୁମ୍ବବର୍ଗୀୟ ଲୋକମାନଙ୍କୁ ଓ ସମୁଦାୟ ଇସ୍ରାଏଲ ବଂଶୀୟ ସମସ୍ତଙ୍କୁ କହିଅଛନ୍ତି, ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ଦୂରକୁ ଯାଅ; ଏହି ଦେଶ ଅଧିକାରାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି;

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25