ଯିହିଜିକଲ 11 : 1 (IRVOR)
କୁମନ୍ତ୍ରଣାକାରୀଙ୍କ ବିଚାର ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ସଦାପ୍ରଭୁଙ୍କ ଗୃହର ପୂର୍ବାଭିମୁଖ ପୂର୍ବ-ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ସେହି ଦ୍ୱାର ନିକଟରେ ପଚିଶ ଜଣ ପୁରୁଷ ଥିଲେ; ପୁଣି, ସେମାନଙ୍କ ମଧ୍ୟରେ ମୁଁ ଲୋକମାନଙ୍କର ଅଧିପତି ଅସ୍‍ସୁରର ପୁତ୍ର ଯାସନୀୟ ଓ ବନାୟର ପୁତ୍ର ପ୍ଲଟୀୟକୁ ଦେଖିଲି।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25