ଯିହିଜିକଲ 16 : 36 (IRVOR)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି, ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ;

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63