ଯିହିଜିକଲ 2 : 10 (IRVOR)
ଆଉ, ସେ ମୋ’ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।

1 2 3 4 5 6 7 8 9 10