ଯିହିଜିକଲ 30 : 13 (IRVOR)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26