ଯିହିଜିକଲ 32 : 4 (IRVOR)
ପୁଣି, ଆମ୍ଭେ ତୁମ୍ଭକୁ ସ୍ଥଳରେ ଛାଡ଼ି ଦେବା, ଆମ୍ଭେ ତୁମ୍ଭକୁ ପଦାରେ ପକାଇ ଦେବା ଓ ଆକାଶର ପକ୍ଷସକଳକୁ ତୁମ୍ଭ ଉପରେ ବସାଇବା ଓ ସମୁଦାୟ ପୃଥିବୀର ପଶୁଗଣକୁ ତୁମ୍ଭ ଦ୍ୱାରା ତୃପ୍ତ କରାଇବା।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32