ଯିହିଜିକଲ 33 : 13 (IRVOR)
ସେ ଅବଶ୍ୟ ବଞ୍ଚିବ, ଏହି କଥା ଆମ୍ଭେ ଧାର୍ମିକକୁ କହିଲେ, ସେ ଯଦି ଆପଣା ଧର୍ମରେ ନିର୍ଭର ରଖି ଅଧର୍ମ କରେ, ତେବେ ତାହାର କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ, ମାତ୍ର ସେ ଯେଉଁ ଅଧର୍ମ କରିଅଛି, “ତହିଁରେ ହିଁ ସେ ମରିବ।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33