ଯିହିଜିକଲ 35 : 5 (IRVOR)
ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍‍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ୍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;

1 2 3 4 5 6 7 8 9 10 11 12 13 14 15