ଯିହିଜିକଲ 9 : 1 (IRVOR)
ଦେବ ପୂଜକଙ୍କ ସଂହାର ତେବେ ସେ ଉଚ୍ଚସ୍ୱରରେ ମୋ’ କର୍ଣ୍ଣରେ ଏହି କଥା କହିଲେ, “ତୁମ୍ଭେମାନେ ନଗରରେ ନିଯୁକ୍ତ କର୍ମଚାରୀମାନଙ୍କୁ ନିକଟକୁ ଅଣାଅ, ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ।”

1 2 3 4 5 6 7 8 9 10 11