ଏଜ୍ରା 1 : 1 (IRVOR)
{କୋରସ୍‍ଙ୍କ ଘୋଷଣାନାମା } ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍‍ର ମନକୁ ଉଦ୍ଦୀପିତ କରନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା,

1 2 3 4 5 6 7 8 9 10 11