ଏଜ୍ରା 2 : 1 (IRVOR)
{ନିର୍ବାସିତଙ୍କ ପ୍ରତ୍ୟାବର୍ତ୍ତନ} [PS] ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ।
ଏଜ୍ରା 2 : 2 (IRVOR)
ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ରହୂମ୍‍ ଓ ବାନା ସଙ୍ଗେ ଫେରି ଆସିଲେ। [PE][PS] ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା, [PE][PS]
ଏଜ୍ରା 2 : 3 (IRVOR)
ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।
ଏଜ୍ରା 2 : 4 (IRVOR)
ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ।
ଏଜ୍ରା 2 : 5 (IRVOR)
ଆରହର ସନ୍ତାନ ସାତ ଶହ ପଞ୍ଚସ୍ତରି ଜଣ।
ଏଜ୍ରା 2 : 6 (IRVOR)
ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍‍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ।
ଏଜ୍ରା 2 : 7 (IRVOR)
ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
ଏଜ୍ରା 2 : 8 (IRVOR)
ସତ୍ତୂର ସନ୍ତାନ ନଅ ଶହ ପଞ୍ଚଚାଳିଶ ଜଣ।
ଏଜ୍ରା 2 : 9 (IRVOR)
ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ।
ଏଜ୍ରା 2 : 10 (IRVOR)
ବାନିର ସନ୍ତାନ ଛଅ ଶହ ବୟାଳିଶ ଜଣ।
ଏଜ୍ରା 2 : 11 (IRVOR)
ବେବୟର ସନ୍ତାନ ଛଅ ଶହ ତେଇଶ ଜଣ।
ଏଜ୍ରା 2 : 12 (IRVOR)
ଅସ୍‍ଗଦର ସନ୍ତାନ ଏକ ହଜାର ଦୁଇ ଶହ ବାଇଶ ଜଣ।
ଏଜ୍ରା 2 : 13 (IRVOR)
ଅଦୋନୀକାମର ସନ୍ତାନ ଛଅ ଶହ ଛଷଠି ଜଣ।
ଏଜ୍ରା 2 : 14 (IRVOR)
ବିଗ୍‍ବୟର ସନ୍ତାନ ଦୁଇ ହଜାର ଛପନ ଜଣ।
ଏଜ୍ରା 2 : 15 (IRVOR)
ଆଦୀନର ସନ୍ତାନ ଚାରି ଶହ ଚଉବନ ଜଣ।
ଏଜ୍ରା 2 : 16 (IRVOR)
ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ।
ଏଜ୍ରା 2 : 17 (IRVOR)
ବେତ୍‍ସୟର ସନ୍ତାନ ତିନି ଶହ ତେଇଶ ଜଣ।
ଏଜ୍ରା 2 : 18 (IRVOR)
ଯୋରାହର ସନ୍ତାନ ଏକ ଶହ ବାର ଜଣ।
ଏଜ୍ରା 2 : 19 (IRVOR)
ହଶୂମର ସନ୍ତାନ ଦୁଇ ଶହ ତେଇଶ ଜଣ।
ଏଜ୍ରା 2 : 20 (IRVOR)
ଗିବ୍ବରର ସନ୍ତାନ ପଞ୍ଚାନବେ ଜଣ।
ଏଜ୍ରା 2 : 21 (IRVOR)
ବେଥଲିହିମର ସନ୍ତାନ ଏକ ଶହ ତେଇଶ ଜଣ।
ଏଜ୍ରା 2 : 22 (IRVOR)
ନଟୋଫାର ଲୋକ ଛପନ ଜଣ।
ଏଜ୍ରା 2 : 23 (IRVOR)
ଅନାଥୋତ୍‍ର ଲୋକ ଏକ ଶହ ଅଠାଇଶ ଜଣ।
ଏଜ୍ରା 2 : 24 (IRVOR)
ଅସ୍ମାବତ୍‍ର ସନ୍ତାନ ବୟାଳିଶ ଜଣ।
ଏଜ୍ରା 2 : 25 (IRVOR)
କିରୀୟଥ୍‍-ଯିୟାରୀମ୍‍ [* କିରୀୟଥ୍‍-ଯିୟାରୀମ୍‍ କିମ୍ବା କିରୀୟତ୍‍-ୟାରିମ୍‍] ଓ କଫୀରା ଓ ବେରୋତର ସନ୍ତାନ ସାତ ଶହ ତେୟାଳିଶ ଜଣ।
ଏଜ୍ରା 2 : 26 (IRVOR)
ରାମାର ଓ ଗେବାର ସନ୍ତାନ ଛଅ ଶହ ଏକୋଇଶ୍‍ ଜଣ।
ଏଜ୍ରା 2 : 27 (IRVOR)
ମିକ୍‍ମସର ଲୋକ ଏକ ଶହ ବାଇଶ ଜଣ।
ଏଜ୍ରା 2 : 28 (IRVOR)
ବେଥେଲ୍‍ର ଓ ଅୟର ଲୋକ ଦୁଇ ଶହ ତେଇଶ ଜଣ।
ଏଜ୍ରା 2 : 29 (IRVOR)
ନବୋର ସନ୍ତାନ ବାବନ ଜଣ।
ଏଜ୍ରା 2 : 30 (IRVOR)
ମଗ୍‍ବୀଶର ସନ୍ତାନ ଏକ ଶହ ଛପନ ଜଣ।
ଏଜ୍ରା 2 : 31 (IRVOR)
ଅନ୍ୟ ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
ଏଜ୍ରା 2 : 32 (IRVOR)
ହାରୀମର ସନ୍ତାନ ତିନି ଶହ କୋଡ଼ିଏ ଜଣ।
ଏଜ୍ରା 2 : 33 (IRVOR)
ଲୋଦ୍‍ ଓ ହାଦୀଦ୍‍ ଓ ଓନୋର ସନ୍ତାନ ସାତ ଶହ ପଚିଶ ଜଣ।
ଏଜ୍ରା 2 : 34 (IRVOR)
ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ।
ଏଜ୍ରା 2 : 35 (IRVOR)
ସନାୟାର ସନ୍ତାନ ତିନି ହଜାର ଛଅ ଶହ ତିରିଶ ଜଣ। [PE][PS]
ଏଜ୍ରା 2 : 36 (IRVOR)
ଯାଜକମାନଙ୍କ ସଂଖ୍ୟା; ଯେଶୂୟ-ବଂଶଜ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।
ଏଜ୍ରା 2 : 37 (IRVOR)
ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ।
ଏଜ୍ରା 2 : 38 (IRVOR)
ପଶ୍‍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ।
ଏଜ୍ରା 2 : 39 (IRVOR)
ହାରୀମର ସନ୍ତାନ ଏକ ହଜାର ସତର ଜଣ।
ଏଜ୍ରା 2 : 40 (IRVOR)
ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ। [PE][PS]
ଏଜ୍ରା 2 : 41 (IRVOR)
ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ।
ଏଜ୍ରା 2 : 42 (IRVOR)
ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍‍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ। [PE][PS]
ଏଜ୍ରା 2 : 43 (IRVOR)
ନଥୀନୀୟ ଲୋକମାନେ; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;
ଏଜ୍ରା 2 : 44 (IRVOR)
କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
ଏଜ୍ରା 2 : 45 (IRVOR)
ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଅକ୍‍କୂବର ସନ୍ତାନଗଣ;
ଏଜ୍ରା 2 : 46 (IRVOR)
ହାଗାବର ସନ୍ତାନଗଣ, ଶମ୍‍ଲୟର ସନ୍ତାନଗଣ, ହାନନ୍‍ର ସନ୍ତାନଗଣ;
ଏଜ୍ରା 2 : 47 (IRVOR)
ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ, ରାୟାର ସନ୍ତାନଗଣ;
ଏଜ୍ରା 2 : 48 (IRVOR)
ରତ୍‍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ, ଗସମର ସନ୍ତାନଗଣ;
ଏଜ୍ରା 2 : 49 (IRVOR)
ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ, ବେଷୟର ସନ୍ତାନଗଣ;
ଏଜ୍ରା 2 : 50 (IRVOR)
ଅସ୍ନାର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;
ଏଜ୍ରା 2 : 51 (IRVOR)
ବକ୍‍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;
ଏଜ୍ରା 2 : 52 (IRVOR)
ବସ୍‍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;
ଏଜ୍ରା 2 : 53 (IRVOR)
ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;
ଏଜ୍ରା 2 : 54 (IRVOR)
ନତ୍‍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।
ଏଜ୍ରା 2 : 55 (IRVOR)
ଶଲୋମନର ଦାସମାନଙ୍କ ସନ୍ତାନଗଣ; ସୋଟୟର ସନ୍ତାନଗଣ, ହସୋଫେରତର ସନ୍ତାନଗଣ, ପରୁଦାର ସନ୍ତାନଗଣ;
ଏଜ୍ରା 2 : 56 (IRVOR)
ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
ଏଜ୍ରା 2 : 57 (IRVOR)
ଶଫଟୀୟର ସନ୍ତାନଗଣ, ହଟୀଲର ସନ୍ତାନଗଣ, ପୋଖେରତ୍‍-ହତ୍‍ସବାୟିମର ସନ୍ତାନଗଣ, ଆମୀର ସନ୍ତାନଗଣ;
ଏଜ୍ରା 2 : 58 (IRVOR)
ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ। [PE][PS]
ଏଜ୍ରା 2 : 59 (IRVOR)
ପୁଣି ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
ଏଜ୍ରା 2 : 60 (IRVOR)
ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବାବନ ଜଣ।
ଏଜ୍ରା 2 : 61 (IRVOR)
ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।
ଏଜ୍ରା 2 : 62 (IRVOR)
ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।
ଏଜ୍ରା 2 : 63 (IRVOR)
ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ କୌଣସି ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ। [PE][PS]
ଏଜ୍ରା 2 : 64 (IRVOR)
ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ।
ଏଜ୍ରା 2 : 65 (IRVOR)
ଏହା ଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ। ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ।
ଏଜ୍ରା 2 : 66 (IRVOR)
ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;
ଏଜ୍ରା 2 : 67 (IRVOR)
ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ। [PE][PS]
ଏଜ୍ରା 2 : 68 (IRVOR)
ଏଥିଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ୱରଙ୍କର ସେହି ଗୃହ ସ୍ୱସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ।
ଏଜ୍ରା 2 : 69 (IRVOR)
ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ଡାରରେ ଏକଷଠି ହଜାର ଡ୍ରାକ୍‌ମା [† ଗ୍ରୀସ୍‌ଦେଶୀୟ ମୁଦ୍ରା ଯାହାର ଓଜନ ପ୍ରାୟ 500 କିଲୋ] ସ୍ୱର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ଡ ରୂପା [‡ ପ୍ରାୟ 2,800 କିଲୋ ରୂପା] ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ।
ଏଜ୍ରା 2 : 70 (IRVOR)
ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63 64 65 66 67 68 69 70

BG:

Opacity:

Color:


Size:


Font: