ଏଜ୍ରା 3 : 13 (IRVOR)
ତହିଁରେ ଲୋକମାନେ ଆନନ୍ଦ ଧ୍ୱନିର ଓ ଜନତାର କ୍ରନ୍ଦନ ଶବ୍ଦର ପ୍ରଭେଦ କରି ପାରିଲେ ନାହିଁ; ଯେଣୁ ଲୋକମାନେ ଉଚ୍ଚୈଃସ୍ୱରରେ ମହାଧ୍ୱନି କଲେ, ଆଉ ତହିଁର ଶବ୍ଦ ଅତି ଦୂରକୁ ଶୁଣାଗଲା।

1 2 3 4 5 6 7 8 9 10 11 12 13