ଏଜ୍ରା 6 : 12 (IRVOR)
ଆଉ, ଯେଉଁ ଯେଉଁ ରାଜା ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଏହି ଗୃହ ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେସମସ୍ତଙ୍କୁ ଯିରୂଶାଲମରେ ସ୍ୱନାମ-ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରନ୍ତୁ।’ ମୁଁ ଦାରୀୟାବସ ଏହି ଆଜ୍ଞା ଦେଇଅଛି; ଏହା ଅତି ଯତ୍ନପୂର୍ବକ କରାଯାଉ।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22