ଆଦି ପୁସ୍ତକ 15 : 1 (IRVOR)
ଅବ୍ରାମଙ୍କ ସହିତ ପରମେଶ୍ୱରଙ୍କ ଚୁକ୍ତି ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21