ଆଦି ପୁସ୍ତକ 19 : 1 (IRVOR)
ଲୋଟଙ୍କର ଉଦ୍ଧାର ଏଥିଉତ୍ତାରେ ସନ୍ଧ୍ୟା ବେଳେ ସେହି ଦୁଇ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ୱାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି, ଭୂମିଷ୍ଠ ପ୍ରଣାମ କରି କହିଲା

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38