ଆଦି ପୁସ୍ତକ 35 : 1 (IRVOR)
ବୈଥଲରେ ଈଶ୍ୱରଙ୍କ ଯାକୁବଙ୍କୁ ଆଶୀର୍ବାଦ ଏଥିଉତ୍ତାରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭେ ଉଠି ବେଥେଲ୍‍କୁ ଯାଇ ସେଠାରେ ବାସ କର; ପୁଣି, ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ୱର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29