ଆଦି ପୁସ୍ତକ 40 : 10 (IRVOR)
ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି, ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23