ଆଦି ପୁସ୍ତକ 48 : 1 (IRVOR)
ଇଫ୍ରୟିମ ଓ ମନଃଶିଙ୍କୁ ଯାକୁବଙ୍କ ଆଶୀର୍ବାଦ ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇ ଗଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22