ଆଦି ପୁସ୍ତକ 9 : 1 (IRVOR)
ନୋହଙ୍କ ସହିତ ପରମେଶ୍ୱରଙ୍କ ଚୁକ୍ତି ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29