ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 27 (IRVOR)
ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28