ହୋଶେୟ 5 : 1 (IRVOR)
ଇସ୍ରାଏଲ ଓ ଯିହୁଦାର ଶାସ୍ତି ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।

1 2 3 4 5 6 7 8 9 10 11 12 13 14 15