ହୋଶେୟ 9 : 1 (IRVOR)
ଇସ୍ରାଏଲ ପ୍ରତି ପରମେଶ୍ୱରଙ୍କ ଶାସ୍ତି ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ।

1 2 3 4 5 6 7 8 9 10 11 12 13 14 15 16 17