ଯିଶାଇୟ 12 : 1 (IRVOR)
ଧନ୍ୟବାଦର ଗୀତ ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।

1 2 3 4 5 6