ଯିଶାଇୟ 19 : 1 (IRVOR)
ମିସର ପ୍ରତି ଭାବବାଣୀ ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25