ଯିଶାଇୟ 25 : 1 (IRVOR)
ପ୍ରଶଂସାର ଗୀତ ହେ ସଦାପ୍ରଭୁ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି; କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍‍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ।

1 2 3 4 5 6 7 8 9 10 11 12