ଯିଶାଇୟ 27 : 1 (IRVOR)
ଇସ୍ରାଏଲର ଉଦ୍ଧାର ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଧୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।

1 2 3 4 5 6 7 8 9 10 11 12 13