ଯିଶାଇୟ 31 : 1 (IRVOR)
ମିସର ଉପରେ ନିର୍ଭରକାରୀ ସନ୍ତାପର ପାତ୍ର ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର !

1 2 3 4 5 6 7 8 9