ଯିଶାଇୟ 39 : 1 (IRVOR)
ବାବିଲର ଦୂତ ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବାବିଲର ରାଜା ମରୋଦକ୍‍-ବଲ୍‍ଦନ୍‍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।

1 2 3 4 5 6 7 8