ଯିଶାଇୟ 42 : 1 (IRVOR)
ସଦାପ୍ରଭୁଙ୍କ ମନୋନୀତ ଦାସ ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25