ଯିଶାଇୟ 61 : 1 (IRVOR)
ମୁକ୍ତିର ଶୁଭ ସମ୍ବାଦ ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ’ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;

1 2 3 4 5 6 7 8 9 10 11