ଯିଶାଇୟ 63 : 1 (IRVOR)
ସଦାପ୍ରଭୁଙ୍କ ପ୍ରତିଶୋଧର ଦିନ ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସ୍ରାରୁ ଏ ଯେ ଆସୁଅଛନ୍ତି, ସେ କିଏ ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।

1 2 3 4 5 6 7 8 9 10 11 12 13 14 15 16 17 18 19