ଯିଶାଇୟ 7 : 1 (IRVOR)
{ରାଜା ଆହସ୍‌ଙ୍କ ନିମନ୍ତେ ଏକ ବାର୍ତ୍ତା } ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍‍ର ପୁତ୍ର ଆହସ୍‌ର ସମୟରେ ଅରାମର ରତ୍‍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25