ଯିରିମିୟ 12 : 2 (IRVOR)
ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ।

1 2 3 4 5 6 7 8 9 10 11 12 13 14 15 16 17