ଯିରିମିୟ 13 : 12 (IRVOR)
ଦ୍ରାକ୍ଷାକଳଶ ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପ୍ରତ୍ୟେକ କଳଶ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳଶ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କ’ଣ ଆମ୍ଭେମାନେ ଜାଣୁ ନାହୁଁ ?’

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27