ଯିରିମିୟ 13 : 1 (IRVOR)
ଶଣବସ୍ତ୍ରର କଟିବନ୍ଧ ସଦାପ୍ରଭୁ ମୋତେ ଏହି କଥା କହିଲେ, “ତୁମ୍ଭେ ଯାଇ ମସିନା ନିର୍ମିତ ଏକ ପଟୁକା କିଣି ତାହା ଆପଣା କଟିଦେଶରେ ବାନ୍ଧ ଓ ଜଳରେ ତାହା ରଖ ନାହିଁ।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27