ଯିରିମିୟ 17 : 1 (IRVOR)
ଯିହୁଦାର ପାପ ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27