ଯିରିମିୟ 2 : 31 (IRVOR)
ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, “ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ?

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37