ଯିରିମିୟ 3 : 12 (IRVOR)
ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ;’ କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।’ ”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25