ଯିରିମିୟ 3 : 1 (IRVOR)
ଲୋକେ କହନ୍ତି, “କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ ?” ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25