ଯିରିମିୟ 49 : 2 (IRVOR)
ଏହେତୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ ଧ୍ୱନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ,” ଏହା ସଦାପ୍ରଭୁ କହନ୍ତି।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39