ଯିରିମିୟ 8 : 1 (IRVOR)
ସଦାପ୍ରଭୁ କହନ୍ତି, “ସେହି ସମୟରେ ଲୋକମାନେ ଯିହୁଦାର ରାଜାଗଣର ଅସ୍ଥି ଓ ତାହାର ଅଧିପତିଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍‍ବକ୍ତାଗଣଙ୍କ ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22