ଯୋୟେଲ 2 : 11 (IRVOR)
ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍‍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରି ପାରେ ?

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32