ଯୋହନଲିଖିତ ସୁସମାଚାର 10 : 1 (IRVOR)
ଯୀଶୁ ଉତ୍ତମ ମେଷପାଳକ ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42